ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ବଳାତ୍କାର ମାମଲା (ନଂ.୧୫୩/୨୧) ରୁଜୁ କରିଛି। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ବାରିପଦାସ୍ଥିତ ଜୁଭେନାଇଲ କୋର୍ଟରେ ହାଜର କରିଛି।

ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ ମହିଳା ଜଣକ ଘର ପାଖ ପଡ଼ିଆକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳ ଅଭିଯୁକ୍ତ ନାବାଳକ ମହିଳାଙ୍କୁ ଏକୁଟିଆ ପାଇ ବଳାତ୍କାର କରିଥିଲେ। ଏନେଇ ସନ୍ଧ୍ୟାରେ ପୀଡ଼ିତା ଥାନାରେ ଅଭିଯୋଗ କରିଥିଲେ। ସୋମବାର ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri