ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା ଉକ୍ତ ୱେବସାଇଟ୍‌ରେ ଉପଲବ୍ଧ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ଏପ୍ରିଲ ୯ରେ ୨୮୪ଟି କେନ୍ଦ୍ରରେ ଓଟିଇଟି ପରୀକ୍ଷା ହୋଇଥିଲା। ମୋଟ ଦୁଇଟି ପେପର ପରୀକ୍ଷା ହୋଇଥିଲା। ପରୀକ୍ଷା ପାଇଁ ୧ ଲକ୍ଷ ୨୫ ହଜାର ୮୮୦ ପରୀକ୍ଷାର୍ଥୀ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ

ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ...

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ।...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri