ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୨୧।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବେ ୩୦ ହଜାର ତଳେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୨୫୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୧୧୫ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୩୪ ହଜାର ୪୬୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୨ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୯ ହଜାର ୫୭୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୫ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୧ କୋଟି ୮୫ ଲକ୍ଷ ୧୩ ହଜାର ୮୨୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୯୬ ଲକ୍ଷ ୪୬ ହଜାର ୭୭୮ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୫୦ ଲକ୍ଷ ୩୫ ହଜାର ୭୧୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୧୩ ହଜାର ୯୫୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୪ ହଜାର ୫୩୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।

କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୬୯୨ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯୨ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri