ଯୁବକଙ୍କୁ ଗଛରେ ବାନ୍ଧି ପିଟିଲେ: ଭିଡିଓ ଭାଇରାଲ

ହିଞ୍ଜିଳିକାଟୁ,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ କାଞ୍ଜିଆମା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ରାତିରେ ନଡ଼ିଆ ଗଛରେ ବାନ୍ଧି ମାଡ଼ ମରାଯାଇଥିଲା। ତେବେ ଏହି ଘଟଣାର ଏକ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୋମବାର ରାତିରେ ଯୁବକ ଗ୍ରାମର ଜଣଙ୍କ ଘରେ ପଶିଥିବା ବେଳେ ତାଙ୍କୁ କାବୁ କରାଯାଇଥିବା ଜଣାପଡ଼ିଛି। ତେବେ ସେ କେଉଁ କାରଣ ପାଇଁ ଆଉ କାହା ଘରେ ପଶିଥିଲେ ତାହା ସ୍ପଷ୍ଟ ନାହିଁ। ମଙ୍ଗଳବାର ଉକ୍ତ ଯୁବକଙ୍କୁ ଗ୍ରାମବାସୀ ହିଞ୍ଜିଳି ଥାନାରେ ଜିମା ଦେଇଥିବା ଜଣାପଡିଛି।ହିଞ୍ଜିଳିକାଟୁ, ୨୧।୯(ଡିଏନଏ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ କାଞ୍ଜିଆମା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ରାତିରେ ନଡ଼ିଆ ଗଛରେ ବାନ୍ଧି ମାଡ ମରାଯିବା ଘଟଣାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।ସୋମବାର ରାତିରେ ଯୁବକ ଜଣକ ଗ୍ରାମର ଏକ ଘର ମଧ୍ୟରେ ପଶିଥିବା ବେଳେ ତାଙ୍କୁ କାବୁ କରାଯାଇଥିବା ଆଲୋଚନା ହେଉଛି। ତେବେ ସଠିକ ଭାବେ କେଉଁ କାରଣରୁ ଯୁବକଙ୍କୁ ଏପରି ମାଡ ମରାଯାଇଛି ସଠିକ ତଥ୍ୟ ମିଳିନାହିଁ। ମଙ୍ଗଳବାର ଉକ୍ତ ଯୁବକଙ୍କୁ ଗ୍ରାମବାସୀ ହିଞ୍ଜିଳି ଥାନାରେ ଜିମା ଦେଇଥିବା ଜଣାପଡିଛି । ତେବେ ଏହି ଘଟଣା ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri