Posted inଖେଳ

କୁଏତ୍‌ ଉପରୁ ବାସନ୍ଦ ଉଠାଇଲା ଆଇଓସି

ପ୍ୟାରିସ, ୬|୭(ଏଏଫ୍‌ପି)-କୁଏତ୍‌ ଆସନ୍ତା ୨୦୨୦ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବ। ଇଣ୍ଟରନ୍ୟାଶନାଲ ଅଲିମ୍ପିକ କମିଟି (ଆଇଓସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ଅଯଥା ସରକାରୀ ହସ୍ତକ୍ଷେପକୁ ନେଇ ୪ବର୍ଷ ପୂର୍ବେ ଆଇଓସି କୁଏତ୍‌ ଅଲିମ୍ପିକ କମିଟି (କେଓସି)କୁ ବାସନ୍ଦ କରିଥିଲା। ଶେଖ ଫାହଦ ନାସେର ସାବା ଅହମ୍ମଦ ଅଲ୍‌ ସାବା କେଓସିର ସଭାପତି ଭାବେ ନିର୍ବାଚିତ ହେବା ସପ୍ତାହେ ନ ପୁରୁଣୁ ଆଇଓସି ପକ୍ଷରୁ ଏହି ଘୋଷଣା କରାଯାଇଛି। ଫୁଟ୍‌ବଲ ଓ୍ବାଲର୍‌ଡ ଗଭର୍ନିଂ ବଡି ଫିଫା ମଧ୍ୟ ଏହି କାରଣରୁ ୨୦୧୫ ଅକ୍ଟୋବରରେ କୁଏତ୍‌ ଫୁଟ୍‌ବଲ ଆସୋସିଏଶନକୁ ସସ୍‌ପେଣ୍ଡ କରିଥିଲା। ମାତ୍ର ୨୦୧୭ରେ ଏହିି ବାସନ୍ଦ ଦଣ୍ଡକୁ ଉଠାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri