Posted inଜାତୀୟ

ଭାଙ୍ଗ୍‌ଡା ନାଚିଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୩।୯: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନିଙ୍କୁ ଗୁରୁବାର କପୁରଥାଲାର ଇନ୍ଦ୍ର କୁମାର ଗୁଜରାଲ ପଞ୍ଜାବ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଥିଲା। ସେ ଏକ କାର୍ଯ୍ୟକ୍ରମ ପାଇଁ ସେଠାରେ ପହଞ୍ଚିଥିଲେ। ଏଠାରେ ସେ ଜବରଦସ୍ତ ଭାଙ୍ଗ୍‌ଡା ନୃତ୍ୟ କରିଥିଲେ। ସୁରକ୍ଷାକୁ ଭାଙ୍ଗି କରି ମୁଖ୍ୟମନ୍ତ୍ରୀ ଭାଙ୍ଗ୍‌ଡା ଦଳର ଅନୁରୋଧ ପରେ ମଞ୍ଚରେ ପହଞ୍ଚିଥିଲେ ଏବଂ ସେମାନଙ୍କ ସହିତ ପ୍ରାୟ ୨୦ ସେକେଣ୍ଡ ଧରି ଭାଙ୍ଗ୍‌ଡା ନୃତ୍ୟ କରିଥିଲେ। ସୂଚନାଯୋଗ୍ୟ, ଭାଙ୍ଗ୍‌ଡା ନୃତ୍ୟପ୍ରେମୀ ମଞ୍ଚ ଉପରେ ନିଜ ସରଥୀ ରାଜନେତାଙ୍କ ସହ ବସିଥିଲେ। କିନ୍ତୁ ମଞ୍ଚରେ ଭାଙ୍ଗ୍‌ଡା ନୃତ୍ୟ ପରିବେଷଣ ହେବା କ୍ଷଣି ଚନ୍ନି ନିଜକୁ ସମ୍ଭାଳି ପାରି ନ ପାରି ଭାଙ୍ଗ୍‌ଡା ନାଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri