ଶ୍ରୀଜିଉଙ୍କ ଦର୍ଶନ କଲେ ସିଜେଆଇ

ପୁରୀ ଅଫିସ,୨୫।୯: ପୁରୀ ଗସ୍ତରେ ଆସିଥିବା ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏନ୍‌.ଭି.ରମନା ଶନିବାର ସକାଳେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍‌, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି ତାଙ୍କୁ ସ୍ବାଗତ କରିଥିଲେ। ପ୍ରାୟ ୪୫ ମିନିଟ୍‌ ସେ ଶ୍ରୀମନ୍ଦିରରେ ବିତାଇବା ସହ ସମସ୍ତ ପାର୍ଶ୍ୱ ଦେବାଦେବୀଙ୍କ ମନ୍ଦିର ମଧ୍ୟ ଦର୍ଶନ କରିଥିଲେ। ବିଚାରପତିଙ୍କ କୌଳିକ ପଣ୍ଡା ରଜତ ପ୍ରତିହାରୀ ତାଙ୍କ ସହ ଶ୍ରୀମନ୍ଦିରକୁ ଯାଇ ଦର୍ଶନର ବ୍ୟବସ୍ଥା କରିଥିଲେ।

ପ୍ରକାଶ ଯେ, ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନ ବିଚାରପତି। ସେ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ପରେ ସେ ରାତି ୮ଟା ୧୫ରେ ପୁରୀ ଅଭିମୁଖେ ବାହାରିଥିଲେ। ମେ ଫେୟାର ହୋଟେଲରେ ସେ ଅବସ୍ଥାନ କରିଥିଲେ। ଶନିବାର ତାଙ୍କର ମହାପ୍ରଭୁଙ୍କ ଦର୍ଶନ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଥିଲା। କଟକରେ ସେ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ(ଆଇନ ସେବା ଭବନ)ର ନୂତନ କୋଠାକୁ ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି। ସନ୍ଧ୍ୟା ୬ଟା ୪୦ରେ ସେ ନୂଆଦିଲ୍ଲୀ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri