୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁଛି। କଳିଙ୍ଗପାଟ୍ଟନମଠାରୁ ୨୫ କି.ମି ଦୂରରେ ଏହା ଉପକୂଳକୁ ଅତିକ୍ରମ କରିବ। ବର୍ତ୍ତମାନ ପୁରୀରେ ଘଣ୍ଟା ପ୍ରତି ୩୧ କିଲୋମିଟର ବେଗରେ ପବନ ବୋହୁଥିବା ବେଳେ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କି.ମି ବେଗରେ ପବନ ବୋହୁଥିବା ସୂଚନା ଦେଛନ୍ତି।

ବାତ୍ୟା ଉପକୂଳ ନିକଟକୁ ଯେତେକି ପାଖେଇ ଆସିବ ପବନର ବେଗ ସେତେ ବଢିବ। ପୂର୍ବାନୁମାନ ମୁତାବକ ପବନର ବେଗ ସର୍ବାଧିକ ୭୫ରୁ ୮୫ କି.ମି ବେଗ ରହିପାରେ। ବେଳେବେଳେ ୯୫ କି.ମି ବେଗରେ ଝଟକା ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗଞ୍ଜାମ ଓ ଗଜପତିରେ ସର୍ବାଧିକ ପ୍ରଭାବ ପଡିବ ବୋଲି ଆଇଏମଡି ଡିଜି କହିଛନ୍ତି । ଗୋପାଳପୁର, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଙ୍କେତ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri