Posted inଖେଳ

ଅଜବ ସଂଯୋଗ ସହ ଧୋନୀଙ୍କ ରେକର୍ଡ

ଆବୁଧାବି,୨୬।୯: ମହେନ୍ଦ୍ର ସିଂ ଧୋନୀ ରବିବାର ଆଇପିଏଲରେ ଏକ ମାଇଲଷ୍ଟୋନର ଅଧିକାରୀ ହୋଇଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଧୋନୀ ଦୁଇଟି କ୍ୟାଚ୍‌ ନେଇଥିଲେ। ଏଥିସହ ଆଇପିଏଲ ଇତିହାସରେ ଉଇକେଟକିପର ଭାବେ ସର୍ବାଧିକ କ୍ୟାଚ୍‌ ନେବାର ରେକର୍ଡକୁ ନିଜ ନାମରେ କରିଛନ୍ତି ଧୋନୀ।

କୌତୁହଳର ବିଷୟ ହେଉଛି, ଧୋନୀଙ୍କ ପୂର୍ବରୁ ଏହି ରେକର୍ଡ ଥିଲା ଦୀନେଶ କାର୍ତ୍ତିକଙ୍କ ନାମରେ। କାର୍ତ୍ତିକଙ୍କ କ୍ୟାଚ୍‌ ଧରିବା ସହ ତାଙ୍କ ରେକର୍ଡକୁ ଅତିକ୍ରମ କରିଛନ୍ତି ଧୋନୀ। ସିଏସ୍‌କେ ଅଧିନାୟକଙ୍କ ନାମରେ ଏବେ ୧୧୬ କ୍ୟାଚ୍‌ ଥିବା ବେଳେ କାର୍ତ୍ତିକ ଆଇପିଏଲରେ ୧୧୫ କ୍ୟାଚ୍‌ ଧରିଛନ୍ତି। ତେବେ ଆଇପିଏଲ ଇତିହାସରେ ସର୍ବାଧିକ ୩୯ ଷ୍ଟମ୍ପିଂ କରିବାର ରେକର୍ଡ ମଧ୍ୟ ଧୋନୀଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri