ବର୍ଷାଦିନେ ପିଲାଙ୍କ ତ୍ୱଚାର ଯତ୍ନ

ବର୍ଷାଦିନେ ବର୍ଷାରେ ଭିଜିବାକୁ କାହାକୁ ବା ଭଲ ଲାଗେନି! ହେଲେ ଛୋଟ ପିଲାମାନେ ଏହାର ଅଧିକ ମଜା ନିଅନ୍ତି। ଫଳରେ ପରବର୍ତ୍ତୀ ସମୟରେ ଏଥିପାଇଁ ସେମାନଙ୍କ ଚର୍ମ ବେଶି ପ୍ରଭାବିତ ହୁଏ। ତେଣୁ ଏଦିନେ ପିଲାଙ୍କ ତ୍ୱଚାର ଯତ୍ନ କିପରି ନେବେ, ଜାଣିି ରଖନ୍ତୁ ଟିପ୍ସ…
ବର୍ଷାଦିନେ ପିଲାମାନଙ୍କୁ ଫଙ୍ଗାଲ୍‌ ଇନ୍‌ଫେକ୍ସନ୍‌ ହେବାର ଆଶଙ୍କା ଅଧିକ ଥାଏ। ତେଣୁ ବର୍ଷାପାଣି ସଂସ୍ପର୍ଶରେ ଅସିଲେ ଏଭଳି ସମସ୍ୟା ନ ଉପୁଜିବା ଲାଗି ଆଣ୍ଟିସେପ୍ଟିକ୍‌ କ୍ରିମ୍‌ କିମ୍ବା ଲୋଶନ୍‌ ଲଗାଇବାକୁ ଭୁଲନ୍ତୁ ନାହିଁ।

ଯଦି ପିଲାମାନଙ୍କ ଦେହ କୌଣସି କାରଣରୁ କୁଣ୍ଡେଇ ହୁଏ, ଫଳି ଯାଏ ବା ଲାଲ୍‌ ଦାଗ ପଡ଼ିଯାଏ, ତେବେ ତୁରନ୍ତ ଡ଼ାକ୍ତରଙ୍କ ସହ ପରାମର୍ଶ କରନ୍ତୁ। କିମ୍ବା ଆପଣ ଘରୋଇ ଉପଚାର ଭାବେ ଲିମ୍ବ ପତ୍ରକୁ ବାଟି ଉକ୍ତ ସ୍ଥାନରେ ଲଗାଇପାରିବେ।

ଅଧିକାଂଶଙ୍କ ମନରେ ଏକ ଭ୍ରାନ୍ତ ଧାରଣା ଥାଏ ଯେ, ବର୍ଷାଦିନେ ପିଲାମାନେ ଗାଧୋଇବା ଠିକ୍‌ ନୁହେଁ। ହେଲେ ଏପରି ଆଦୌ ନ କରି ପିଲାଙ୍କୁ ସଫା, ନିରୋଗ ଓ ଜୀବାଣୁମୁକ୍ତ ରଖିବା ଲାଗି ନିୟମିତ ନଖ ଉଷୁମ ପାଣିରେ ଗାଧୋଇ ଦିଅନ୍ତୁ।

ଏଦିନେ ରାତିରେ ଶୋଇବା ପୂର୍ବରୁ ପିଲାଙ୍କ ପାଦରେ ନଖ ଉଷୁମ ସୋରିଶ ତେଲ ଘଷିବା ଦ୍ୱାରା ଆରାମ ଲାଗିବା ସହ ଫଙ୍ଗାଲ ଇନ୍‌ଫେକ୍ସନ ଏବଂ ଥଣ୍ଡା, କାଶ, ଜ୍ୱର ଆଦି ସମସ୍ୟାକୁ ଏଡାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri