Posted inଜାତୀୟ

କଂଗ୍ରେସ ଏକ ବଡ଼ ଜାହାଜ, ଏହାକୁ ବୁଡ଼ିଯିବାରୁ ରକ୍ଷା କରିବାକୁ ହେବ: କହ୍ନେୟା କୁମାର

ନୂଆଦିଲ୍ଲୀ,୨୮।୯: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ) ଛାତ୍ର ସଂଗଠନର ପୂର୍ବତନ ସଭାପତି ତଥା ସିପିଆଇ ନେତା କହ୍ନେୟା କୁମାର ମଙ୍ଗଳବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, କଂଗ୍ରେସ ଏକ ବଡ଼ ଜାହାଜ। ଏହାକୁ ବୁଡିଯିବାରୁ ରକ୍ଷା କରିବାକୁ ହେବ। କଂଗ୍ରେସ ନ ବଞ୍ଚିଲେ ଦେଶ ବଞ୍ଚିବ ନାହିଁ। କଂଗ୍ରେସ ବଞ୍ଚିଲେ ଯୁବପୀଢ଼ିର ସ୍ବପ୍ନ ବଞ୍ଚିବ। କାରଣ ବିରୋଧୀ ଦୁର୍ବଳ ହେଲେ ଦେଶରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ମୁଁ କଂଗ୍ରେସରେ ଯୋଗ ଦେବାର କାରଣ, ଏହା କେବଳ ଏକ ଦଳ ନୁହେଁ, ଏହା ଏକ ଚିନ୍ତାଧାରା। ଏହା ଦେଶର ସର୍ବପୁରାତନ ତଥା ଗଣତାନ୍ତ୍ରିକ ଦଳ। ମୁଁ ଗଣତାନ୍ତ୍ରିକ ଉପରେ ଜୋର ଦେଉଛି ବୋଲି ସେ କହିଛନ୍ତି।

ଦେଶ ଏବେ ୧୯୪୭ ପୂର୍ବ ସ୍ଥିତିରେ ପହଞ୍ଚିଛି। ଯଦି ମଲ୍‌ରେ ନିଆଁ ଲାଗିଛି ତେବେ ଶୋ’ ରୁମ୍‌ ବଞ୍ଚାଇଲେ କ’ଣ ହେବ। ଗାନ୍ଧୀଙ୍କ ଆଦର୍ଶକ ନେଇ କଂଗ୍ରେସ ଚାଲିବ। ଯେଉଁମାନେ ବିରୋଧୀ ଦୁର୍ବଳ ବୋଲି କହୁଛନ୍ତି ସେମାନେ ପରର ଅବସ୍ଥା ବିଷୟରେ ଭାବିବା ଉଚିତ ବୋଲି କହ୍ନେୟା ଆହୁରି ମଧ୍ୟ କହିଛନ୍ତି।

ପ୍ରକାଶ ଯେ, କହ୍ନେୟାଙ୍କ ସହ ଗୁଜରାଟର ନିର୍ଦ୍ଦଳୀୟ ବିଧାୟକ ଜିଗ୍ନେଶ ମଓ୍ବୋନୀ ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେମାନେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ଦିଲ୍ଲୀସ୍ଥିତ ଶହୀଦ ପାର୍କରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri