Posted inଫୁରସତ

ରେଷ୍ଟୁରାଣ୍ଟରେ ଡିନର ଅର୍ଡର କଲେ ଯୁବକ, ଏକାଥରକେ ବ୍ୟାଙ୍କ ଆକାଉଣ୍ଟ ହୋଇଗଲା ଖାଲି; ଜାଣିଲେ…

ରେଷ୍ଟୁରାଣ୍ଟରେ ଡିନର ଅର୍ଡର କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଖାଇବା ଅର୍ଡର କଲେ ସତ ବିଲ୍‌ ଦେଖି କିନ୍ତୁ ହୋସ୍‌ ଉଡ଼ିଗଲା। ଏହି ବିଲ୍‌କୁ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଡିନର ଏତେ ମହଙ୍ଗା ଥିଲା ଯେ, ଗୋଟିଏ ରାତିରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ଖାଲି ହୋଇଗଲା।

ଲଣ୍ଡନର ସଲ୍ଟ ବେ’ ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମିଲ ଅମିନ ନାମକ ଜଣେ ଯୁବକ ଡିନର ଅର୍ଡର କରିଥିଲେ। ଏହି ଅର୍ଡର ତାଙ୍କର ୧ ଲକ୍ଷ ୮୨ ହଜାର ଟଙ୍କାରୁ ଅଧିକ ଥିଲା। ସବୁଠୁ ଆଶ୍ଚର୍ଯ୍ୟର କଥା ଗୋଟିଏ ଆଇଟମ୍‌ର ଦାମ୍‌ ୬୩ ହଜାର ଟଙ୍କା ଥିଲା। ଏଥିରେ ୨୩, ୮୩୧ ଟଙ୍କା ସେବା ଶୁଳ୍କ ବି ଯୋଡ଼ା ଯାଇଥିଲା।

ଜମିଲ ରେଷ୍ଟୁରାଣ୍ଟର ବିଲ୍‌ ସୋସିଆଲ ମିଡିଆରେ ଶେୟାର କରି କ୍ୟାପଶନ ଲେଖିଛନ୍ତି, ‘ଚାର ରେଡ୍‌ ବୁଲ୍‌ କେ ଲିୟେ ୪୪ ବ୍ରିଟିଶ ପାଉଣ୍ଡ…। ଯାହା ଦେଖି ହସ ଲାଗୁଛି। ଯିଏ କି ଗୋଟିଏ ରାତିରେ ମୋ ବ୍ୟାଙ୍କ ବାଲାନ୍ସ ଖର୍ଚ୍ଚ ହୋଇଯାଇଛି। ଏହି ଘଟଣା ଯଦିଓ ପୂରୁଣା, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଏହି ପୋଷ୍ଟକୁ ୧୦୦୦୦ରୁ ଅଧିକ ଲାଇକ୍‌ ମିଳିଛି। ୟୁଜରମାନେ ଭିନ୍ନ ଭିନ୍ନ କମେଣ୍ଟ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଖାଇବାରେ କ’ଣ ଗୋଲ୍ଡେନ ବର୍ଗର ଦେଇଥିଲେ କି? କ’ଣ ଏହା ଦୁନିଆର ସବୁଠୁ ଭଲ ବର୍ଗର ଥିଲା। ଆଉ ଜଣେ ୟୁଜର ଲେଖିଛନ୍ତି, ଏତେ ମହଙ୍ଗା ଅର୍ଡର। ସବୁ ମିଛ କଥା।


Enter your email to get our daily news in your inbox.

All Right Reserved By Dharitri.Com

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ

ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri