ଆଜ୍‌ମାର ଘରୋଇ ଉପଚାର

ଥଣ୍ଡାର ପ୍ରକୋପ ଯୋଗୁ ଆଜ୍‌ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା ମାତ୍ରେ ରୋଗୀ ଧଇଁସଇଁ ହୋଇଯାଆନ୍ତି। ଅଧିକ ଥଣ୍ଡା ହେବା ଦ୍ୱାରା ରୋଗର ପରିମାଣ ମଧ୍ୟ ବଢ଼ିଥାଏ। ଏହି ରୋଗରୁ ଦୂରେଇ ରହିବାକୁ ହେଲେ ନିଜ ଖାଦ୍ୟପେୟ ପ୍ରତି ଅଧିକ ଯତ୍ନବାନ୍‌ ହେବାକୁ ପଢ଼ିଥାଏ। ଉକ୍ତ ରୋଗର କିଛି ଘରୋଇ ଉପଚାର ମଧ୍ୟ ରହିଛି। ଆସନ୍ତୁ ଜାଣିବା ସେସବୁ ବିଷୟରେ।
– ଆଜ୍‌ମା ରୋଗୀମାନଙ୍କୁ ଅଧିକ ପରିମାଣରେ ରସୁଣ ଓ ତୁଳସୀପତ୍ର ଖାଇବା ଉଚିତ, କାରଣ ଏହା ଦେହର ଥଣ୍ଡାକୁ କାଟିଥାଏ।
– ରସୁଣ ପାଖୁଡ଼ାକୁ କ୍ଷୀରରେ ପକେଇ ଅଳ୍ପ ଫୁଟାଇ ପିଇବା ଦ୍ୱାରା ଥଣ୍ଡା ମଧ୍ୟ କମ ହୋଇଥାଏ।
– ମେଥିକୁ ପାଣିରେ ମିଶାଇ ଭଲ ଭାବେ ଫୁଟାଇ ତାକୁ ପିଇପାରିବେ, ଯାହାଫଳରେ ଏହି ରୋଗରୁ ମୁକ୍ତି ମିଳିଥାଏ।
– ସୋରିଷ ତେଲକୁ ଗରମ କରି ଛାତିରେ ମାଲିସ କଲେ ଆରାମ ମିଳିଥାଏ। ନିଃଶ୍ୱାସପ୍ରଶ୍ୱାସ ନେବାରେ ସହାୟକ ହୋଇଥାଏ।
– ଦୈନିକ ସକାଳେ ତୁଳସୀ ରସରେ ମହୁ ମିଶାଇ ପିଇଲେ ଏହି ରୋଗରୁ ଯଥାସମ୍ଭବ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri