ଜବତ ହେଲା ୫୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର

ବାଲେଶ୍ୱର ଅଫିସ ୧।୧୦: ବାଲେଶ୍ୱର ଜିଲା ଜଳେଶ୍ବର ରାଜପୁର ଗ୍ରାମରୁ ଗୁରୁବାର ରାତିରେ ଅବକାରୀ ବିଭାଗ ଚଢାଉ କରି ୨୪୦ ଗ୍ରାମ ଧଳା ଜହର(ବ୍ରାଉନ ସୁଗାର) ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଅବକାରୀ ଧରିବାରେ ସଫଳ ହୋଇଛି। ଧରାପଡିଥିବା ଯୁବକଙ୍କ ଘର ମୟୁରଭଞ୍ଜ ବୋଲି ଜଣାପଡ଼ିଛି। ସେ ଜଳେଶ୍ୱର ଅଞ୍ଚଳରୁ ବ୍ରାଉନ ସୁଗାର କିଣି ଗାଁକୁ ଫେରୁଥିବା ବେଳେ ଅବକାରୀ ହାତରେ ଧରା ପଡିଥିଲେ। ସେହିପରି ଜଳେଶ୍ୱେର ପୋଲିସ ଚଢାଉ କରି ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଆନୁମାନିକ ୩୦୦ ଗ୍ରାମର ବ୍ରାଉନ ସୁଗାର ଜବତ କରି ପୋଲିସ ଅଧିକ ତଦନ୍ତ ଚଲାଇଛି।

ଗୁରୁବାର ଅବକାରୀ ଓ ପୋଲିସ ଜବତ କରିଥିବା ବ୍ରାଉନ ସୁଗାରର ମୂଲ୍ୟ ୫୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡିଛି। ଚଢ଼ାଉରେ ଜଳେଶ୍ବର ଥାନା ଅଧିକାରିଣୀ ପ୍ରଜ୍ଞା ମହାନ୍ତି, ଏସ୍‌ଡିପିଓ ଅଙ୍କିତା କୁମ୍ଭାର, ଏସ୍‌ଆଇ ଭୁବନ ମୋହନ ସେଠୀଙ୍କ ସହ ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri