Posted inଜାତୀୟ

ମାଉଣ୍ଟ ତ୍ରିଶୁଳ ଆରୋହଣ ସମୟରେ ହିମସ୍ଖଳନ ଯୋଗୁଁ ଫସିଗଲେ ନୌସେନା ଦଳ

ଉତ୍ତରକାଶୀ,୧ ।୧୦: ଉତ୍ତରାଖଣ୍ଡର ମାଉଣ୍ଟ ତ୍ରିଶୁଳ ଆରୋହଣ ପାଇଁ ଯାଇଥିବା ନୌସେନାର ଦଳ ହିମସ୍ଖଳକ ମଧ୍ୟରେ ଫସି ଯାଇଛନ୍ତି । ତେବେ ହିମସ୍ଖଳନ ଫଳରେ ୧୦ ଜଣ ପର୍ବାତାରୋହୀ ନିଖୋଜ ଥିବା କୁହାଯାଉଛି । ପ୍ରାଥମିକ ରିପୋର୍ଟ ମିଳିବା ପର୍ଯ୍ୟନ୍ତ ମାଉଣ୍ଟ ତ୍ରିଶୁଳରେ ହିମସ୍ଖଳନ ଯୋଗୁ ଏପରି ହୋଇଥିବା କୁହାଯାଉଛି । ନେହେରୁ ପର୍ବତାରୋହଣ ସଂସ୍ଥାର ଟିମ୍ କର୍ନଲ ଅମିତ ବିଷ୍ଟଙ୍କ ନେତୃତ୍ୱରେ ଉଦ୍ଧାର କରିବା ପାଇଁ ମାଉଣ୍ଟ ତ୍ରିଶୁଳ ଯାତ୍ରା କରିଥିବା ଜଣାପଡିଛି । ସୂଚନାଯୋଗ୍ୟ, ପ୍ରାୟ ୧୫ ଦିନ ପୂର୍ବରୁ ୭,୧୨୦ ମିଟର ଉଚ୍ଚ ତ୍ରିଶୁଳ ପର୍ବତ ଆରୋହଣ କରିବାକୁ ନୌସେନାର ଦଳ ବାହାରିଥିଲେ । ଶୁକ୍ରବାର ସେମାନେ ଆଗକୁ ଯାଉଥିବା ବେଳେ ହିମସ୍ଖଳନ ହୋଇଥିବା କୁହାଯାଉଛି । ନୌ ସେନାର ପାଖାପାଖି୧୦ ଜଣ ସଦସ୍ୟ ହିମସ୍ଖଳରେ ଫସି ଯାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri