Posted inଖେଳ

ଦିନିକିଆ କ୍ରିକେଟ୍‌ର ସବୁଠୁ ଦ୍ରୁତତମ ଶତକ ହାସଲ କରିଥିଲେ ଏହି କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ଅଧିନାୟକ ଶହିଦ ଆଫ୍ରିଦିଙ୍କ ପାଇଁ ଆଜି ଏକ ବିଶେଷ ଦିନ। ସେ ୧୯୯୬ର ଆଜିର ଦିନରେ ଶ୍ରୀଲଙ୍କା ବିପକ୍ଷରେ ଏକଦିବସୀୟ ଇନିଂସ ଖେଳିଥିଲେ। ଆଫ୍ରିଦି ଏହି ମ୍ୟାଚରେ ମାତ୍ର ୩୭ ବଲରେ ଏକଦିବସୀୟ କ୍ରିକେଟର ସବୁଠୁ ଦ୍ରୁତତମ ଶତକ ହାସଲ କରିଥିଲେ। ଏହା ତାଙ୍କର ଦ୍ୱିତୀୟ ଦିନିକିଆ ଥିଲା। ସେ ପ୍ରଥମ ଦିନିକିଆରେ ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିଲେ। ସେ ଦ୍ୱିତୀୟ ମ୍ୟାଚ୍‌ରେ ଏହା ଶେଷ କରିଥିଲେ। ଏହି ମ୍ୟାଚ୍‌ରେ ଆଫ୍ରିଦି ୨୫୫ ଷ୍ଟ୍ରାଇକ ହାରରେ ୪୦ ବଲରେ ୧୦୨ ରନ ସଂଗ୍ରହ କରିଥିଲେ। ସେ ଏହି ଇନିଂସରେ ୧୧ ଟି ଛକା ଓ ୬ଟି ଚୌ କା ମାରିଥିଲେ। ଅର୍ଥାତ୍‌ ଚୌକା ଏବଂ ଛକାରେ ସେ କେବଳ ୯୦ ରନ ସ୍କୋର କରାଯାଇଥିଲା।
ଦିନିକିଆରେ ଆଫ୍ରିଦିଙ୍କ ଦ୍ରୁତତମ ଶତକର ଏହି ରେକର୍ଡ ୧୮ ବର୍ଷ ଧରି ବଜାୟ ରହିଥିଲା। କିନ୍ତୁ ୨୦୧୪ରେ, ନ୍ୟୁଜିଲାଣ୍ଡର କୋରି ଆଣ୍ଡରସନ ଆଫ୍ରିଦିଙ୍କୁ ୩୬ ବଲରେ ଏକ ଶତକ ସ୍କୋର କରି ପଛରେ ପକାଇ ଦେଇଥିଲେ। ତେବେ ପରବର୍ତ୍ତୀ ବର୍ଷ ଆଣ୍ଡରସନଙ୍କ ରେକର୍ଡ ଭାଙ୍ଗି ଯାଇଥିଲା। ଦିନିକିଆରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ମାତ୍ର ୩୧ଟି ବଲରେ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri