ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଛାତ୍ର ଗୁରୁତର ଅଛନ୍ତି। ମୃତକ ଛାତ୍ର ହେଲେ ମୟୂରଭଞ୍ଜ ଜିଲା ରରୁଆଁ ଅଞ୍ଚଳର ସରୋଜ କୁମାର ଘଣା। ଅନ୍ୟ ଛାତ୍ର ଜଣକ ହେଲେ କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଅଞ୍ଚଳର ସମୀର କୁମାର ରଣା। ଛାତ୍ର ଦୁଇଜଣ ବଡ଼ବିଲ ଆଇଟିଆଇ ହଷ୍ଟେଲରେ ରହି ଫିଟର ଟ୍ରେଡରେ ତାଲିମ ନେଉଥିଲେ ।
ସୂଚନା ଅନୁଯାୟୀ, ସୋମବାର ବଡ଼ବିଲ ଆଇଟିଆଇରେ ନ୍ୟାଶନାଲ ଆପ୍ରେଣ୍ଟିସେଶିପ୍‌ ମେଳା ଅନୁଷ୍ଠିତ ହେଉଥିଲା। ଏହି ସଂକ୍ରାନ୍ତରେ ଲେଖାଯାଇଥିବା ଏକ ବ୍ୟାନରକୁ କିଛି ଛାତ୍ର ଅନୁଷ୍ଠାନର ମୁଖ୍ୟ ଫାଟକରେ ଉପରେ ବାନ୍ଧିବା ପାଇଁ ଯାଇଥିଲେ। ତେବେ ସିଡ଼ି ଲଗାଇ ବ୍ୟାନର ବାନ୍ଧିବା ବେଳେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ୨ ଛାତ୍ର ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପ୍ରଥମେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଯୋଡାସ୍ଥିତ ଟାଟା ଷ୍ଟିଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ସରୋଜଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri