ଏମିତି ବନ୍ଧୁ ହୋଇଥାନ୍ତି ସବୁଠାରୁ ଭୟଙ୍କର

ମନୁଷ୍ୟ ଜୀବନରେ, ବନ୍ଧୁଙ୍କୁ ନିକଟତର ବିବେଚନା କରାଯାଏ। ଯଦି ସେହି ବନ୍ଧୁ ତୁମର କ୍ଷତି କରିବାକୁ ଇଚ୍ଛା କରନ୍ତି, ତେବେ ସେ ଶତ୍ରୁ ଅପେକ୍ଷା ଅଧିକ ଭୟଙ୍କର ହୋଇଥାନ୍ତି। ଏଭଳି ପରିସ୍ଥିତିରେ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ପ୍ରକୃତ ବନ୍ଧୁଙ୍କ ସମ୍ବନ୍ଧରେ ଉଲ୍ଲେଖ କରିଛନ୍ତି।

> ଚାଣକ୍ୟ କହିଛନ୍ତି ଯେ, ସାମ୍ନାରେ ପ୍ରଶଂସା ଏବଂ ପଛରେ ନିନ୍ଦା କରୁଥିବା ବନ୍ଧୁଙ୍କୁ ଭୁଲିଯିବା ଉଚିତ୍‌। ଏହିପରି ବନ୍ଧୁମାନେ ସାମ୍ନାରେ ମଧୁର କଥା କହନ୍ତି ଏବଂ ଖୁସି କରିବାକୁ ଚେଷ୍ଟା କରନ୍ତି। ମାତ୍ର ଏପରି ବନ୍ଧୁମାନେ ସୁଯୋଗ ପାଇବା ମାତ୍ରେ କ୍ଷତି କରନ୍ତି। ସେମାନେ ଶତ୍ରୁ ଅପେକ୍ଷା ଅଧିକ ଭୟଙ୍କର ଅଟନ୍ତି।

> ଅନ୍ଧ ଭାବରେ ଜଣେ ବନ୍ଧୁଙ୍କୁ ବିଶ୍ୱାସ କରିବା ଠିକ୍‌ ନୁହେଁ। ଗୁପ୍ତ କଥା ତାଙ୍କୁ କହିବା ଉଚିତ୍‌ ନୁହେଁ। କାରଣ ଯେତେବେଳେ ବନ୍ଧୁତାରେ ଝଡ଼ ସୃଷ୍ଟି ହୁଏ ସେତେବେଳେ ଏହିପରି ବନ୍ଧୁମାନେ ତୁମର ରହସ୍ୟ ଅନ୍ୟମାନଙ୍କୁ କହି ପାରନ୍ତି।

>ବନ୍ଧୁର ସର୍ବଦା  ଆଦର କରିବା ଉଚିତ। ଏପରି ନ କରିବା ଦ୍ୱାରା ସମ୍ପର୍କ ଖରାପ ହେବାର ଆଶଙ୍କା ଥାଏ। ଗରିବଙ୍କର କୌଣସି ବନ୍ଧୁ ନାହାଁନ୍ତି, ଧନୀମାନଙ୍କ ଚାରିପାଖରେ ବନ୍ଧୁମାନଙ୍କ ଭିଡ଼ ଥାଏ। ଏପରି ଅବସ୍ଥାରେ ଧନୀ ବ୍ୟକ୍ତି ଖୁସି ଯେ, ତାଙ୍କର ଅନେକ ବନ୍ଧୁ ଅଛନ୍ତି ଏବଂ ତାଙ୍କର ବନ୍ଧୁମାନେ ଖୁସି ଯେ, ଧନୀ ସେମାନଙ୍କୁ କାର୍ଯ୍ୟରେ ସାହାଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri