ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର ଜଣକ ନିଜ ଖେଳିବା ଘରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ ଓ ମହିଳା। ମଦପିଇ ଝୁମୁଥିଲେ ପ୍ରେମୀଯୁଗଳ।…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ ପଢୁଛନ୍ତି, ତାହା ପୁଣି ସପ୍ତାହାନ୍ତରେ ଥରେ।…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି, ସବୁ ଅରାଜକତା ଏହି ନେତାଙ୍କ ପାଇଁ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ ସମ୍ମୁଖରେ ଥିବା ଏକ କବାଡ଼ିଖାନାରେ। ରବିବାର…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍‌ଲାମୀ ଏକାକୀ ୬୮ ସିଟ୍‌ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧% ହୋଇଥିଲେ ମଧ୍ୟ ସେସବୁ ତରଳିବା ଯୋଗୁ ଏକ-ପଞ୍ଚମାଂଶ (୧୬-୨୦%) ହିମବାହ ଅଞ୍ଚଳ ଜଳମଗ୍ନ…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓଙ୍କ ଦାବିକୁ ଖଣ୍ଡନ କରି ଭାରତୀୟ ବିଦେଶ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍ କ୍ୟାରିୟରର ଏହି ସଫଳତା ପଛରେ ରହିଛି ଜଣେ ଭାରତୀୟ ଦିଗ୍ଗଜଙ୍କ ହାତ। ସେ…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ ସମନ୍ୱୟ ଯୋଗୁଁ ନିର୍ଦ୍ଧାରିତ ସମୟ ପୂର୍ବରୁ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିଛି। ପୂର୍ବରୁ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରି ଭାରତକୁ ଏକ ଦୃଢ ସ୍ଥିତିରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri