ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୯୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୦ ଏବଂ ମୟୂରଭଞ୍ଜରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୯,ବରଗଡ଼ ୩, ଭଦ୍ରକ ୭, ବଲାଙ୍ଗୀର ୩, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୬, ଜଗତସିଂହପୁର ୧୫, ଯାଜପୁର ୧୦, ଝାରସୁଗୁଡ଼ା ୧, କେନ୍ଦ୍ରାପଡ଼ା ୨୬, କୋରାପୁଟ ୧, ନୟାଗଡ଼ ୬, ନୂଆପଡ଼ା ୧, ପୁରୀ ୧୪, ରାୟଗଡ଼ା ୨, ସମ୍ବଲପୁର ୧୦, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ବେଳେ ୧୦,୧୮,୩୧୧ଜଣ ସୁସ୍ଥ ହୋଇଛନ୍ତି। ୫୦୮୩ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରୋନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri