କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗ, ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri