ମନୀଷଙ୍କ ମୃତ୍ୟୁ କାହାଣୀରେ ମିଷ୍ଟ୍ରୀ ଗର୍ଲଙ୍କ ଏଣ୍ଟ୍ରି; ସିସିଟିଭିରେ କଏଦ ହେଲା…

ଭୁବନେଶ୍ୱର,୧୩।୧୦(ବ୍ୟୁରେ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ଼ ନେଉଛି। ମନୀଷଙ୍କୁ ଶେଷ ଥର ପାଇଁ ସାଉଥ ସିଟି ହୋଟେଲ ସମ୍ମୁଖରେ ଦେଖିବାକୁ ମିଳିଥିଲା। ମନୀଷ ହୋଟେଲରୁ ବାହାରି ରାସ୍ତାରେ ଯାଉଛନ୍ତି। ଆଉ ତାଙ୍କ ଆଗରେ ଜଣେ ଯୁବତୀ ମଧ୍ୟ ଚାଲି ଚାଲି ଯାଉଥିବା ସିସିଟିଭିରେ ଦେଖିବାକୁ ମିଳିଛି। ଏତେ ରାତିରେ ଯାଉଥିବା ସେହି ଯୁବତୀ ଜଣକ କିଏ? ପୂରା ଘଟଣାରେ ଯୁବତୀଙ୍କ ସହିତ କିଛି ଲିଙ୍କ୍‌ ଅଛିକି ? ଏହି ଫୁଟେଜ୍‌ ସାମ୍ନାକୁ ଆସିବା ପରେ କମିଶନରେଟ ପୁଲିସ ଯୁବତୀଙ୍କୁ ନେଇ ଏବେ ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri