ବିପଦସଙ୍କୁଳ ଅବସ୍ଥାରେ ଜେନାପୁର ହାଇ ସ୍କୁଲ: ସାମାନ୍ୟ ବର୍ଷାରେ ପାଣି ଗଳୁଛି

ଜେନାପୁର,୭।୭(ଡି.ଏନ୍‌.ଏ.)- ଯାଜପୁର ଜଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବହୁ ପୁରାତନ ଜେନାପୁର ହାଇ ସ୍କୁଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୯୫୯ରେ ସ୍ଥାପିତ ବିଦ୍ୟାଳୟରେ ବର୍ତ୍ତମାନ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫୨୧ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସେମାନଙ୍କୁ ଶିକ୍ଷା ଦାନ କରିବା ପାଇଁ ୧୩ ଜଣ ଶିକ୍ଷୟିତ୍ରୀ ଓ ଶିକ୍ଷକ ରହିଛନ୍ତି। ଦୀର୍ଘବର୍ଷ ଧରି ବିଦ୍ୟାଳୟ ଶ୍ରେଣୀ ଗୃହ ମରାମତି ନ ହୋଇ ପଡି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ତିଆରି ହୋଇଥିବା ଶ୍ରେଣୀଗୃହଗୁଡିକ ମରାମତି ଅଭାବରୁ କାନ୍ଥ ଫାଟି ଯାଇଛି। ୭ମ ଓ ୮ମ ଶ୍ରେଣୀ ଗୃହ, ବାରଣ୍ଡା, ଅଫିସ କାର୍ଯ୍ୟାଳୟ ଓ ଶିକ୍ଷକଙ୍କ ସାଧାରଣ ପ୍ରକୋଷ୍ଠ ଗୃହରେ ସାମାନ୍ୟ ବର୍ଷାରେ ପାଣି ଗଳୁଛି। ଫଳରେ ପାଠପଢା ବାଧାପ୍ରାପ୍ତା ହେବା ସହ ଅନ୍ୟାନ୍ୟ ସମସ୍ୟା ଦେଖାଦେଉଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ସ୍ବାଇଁଙ୍କୁ ପଚାରିବାରୁ, ଏ ବାବଦରେ ସେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା କହିଛନ୍ତି। ତୁରନ୍ତ ଶ୍ରେଣୀ ଗୃହଗୁଡିକର ମରାମତି ସହ ନୂତନ ଶ୍ରେଣୀ ଗୃହ ପ୍ରତିଷ୍ଠା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri