ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ, କମ୍ବୁ ପାଣିଗ୍ରାହୀ ଏବଂ ପ୍ରଦୀପଙ୍କ ଡ୍ରାଇଭରଙ୍କ ଘରେ ମଧ୍ୟ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।

ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହ ମିଶି ଟାଟାରେ ଚାକିରି ଦେବା ନାଁରେ ଠକେଇ ହୋଇଥିଲା । ପ୍ରଦୀପ ଓ ଆକାଶ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ପୂର୍ବରୁ ଏହି ମାମଲାରେ ପ୍ରଦୀପଙ୍କୁ ଭିଜିଲାନ୍ସ ବିଭାଗ ଗିରଫ ବି କରିଥିଲା। ତେବେ ରବିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୧୫ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଏବେ ବି ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri