ବିପ୍ପଜନକ ମିଶନରେ ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ତାଙ୍କ ଅଭିନୀତ ହଲିଉଡ ସିରିଜ୍‌ ‘ସିଟାଡେଲ’ ଚହଳ ସୃଷ୍ଟି କରିଛି। ପିସି ୨୦୨୩ରେ ‘ସିଟାଡେଲ’ ସିରିଜ୍‌ରେ ନଜର ଆସିଥିଲେ।…

ପୋଲତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମୃତଦେହ କାହାର? ତଦନ୍ତ ଆରମ୍ଭ

ସୋରଡା,୨୨ା୪(ରଜନି ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ବାଲପଙ୍କା ଗାଁରେ ଅଭାବନୀୟ ଘଟଣା । ରାସିପଙ୍କାଳ ଶଙ୍ଖ ନିକଟରେ ପଡ଼ିରହିଛି ଅଜଣା ବ୍ୟକ୍ତିର ମୃତଦେହ ।ମୃତଦେହ ଟି ୧୦ରୁ ୧୨ ଦିନ ହେବ…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ ଆହତ ହୋଇଥିବାବେଳେ ଏଥିରେ ୨ଜଣ ମହିଳା…

ନୂଆ ଷ୍ଟାଇଲ୍‌ରେ ପ୍ରେମିକଙ୍କୁ ପ୍ରପୋଜ କରିବା ବାହାନାରେ ଏମିତି କାଣ୍ଡ କଲେ ପ୍ରେମିକା, ହାତଗୋଡ଼ ବାନ୍ଧିଲେ, ପରେ…

ବେଙ୍ଗାଲୁରୁ,୨୨ା୪: କର୍ନାଟକର ରାଜଧାନୀ ତଥା ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରୁ ଏକ ଚାଞ୍ଚଲ୍ୟକର ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହା ସମଗ୍ର ସହରକୁ ଥରାଇ ଦେଇଛି। ଏକ ଟେଲିକମ୍‌ ଷ୍ଟୋରରେ କାମ…

ଚାଞ୍ଚଲ୍ୟ… ଦିଲ୍ଲୀରେ IRS ଅଧିକାରୀଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା, ମୋବାଇଲ ଚାର୍ଜରରେ କାଟିଦେଲେ ଗଳା

ନୂଆଦିଲ୍ଲୀ,୨୨ା୪: ଦିଲ୍ଲୀର ଅମର କଲୋନି ଅଞ୍ଚଳରେ ଜଣେ ଯୁବତୀଙ୍କ ବଳାତ୍କାର ଏବଂ ପରେ ହତ୍ୟା ସହିତ ଜଡିତ ଏକ ମାମଲା ସାମ୍ନାକୁ ଆସିଛି । ମୃତକ ଜଣକ ଜଣେ ଆଇଆରଏସ ଅଧିକାରୀଙ୍କ ଝିଅ ଥିଲେ।…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ ଅଧିକ କମ୍ପ୍ୟୁଟର ସହିତ ଛାତ୍ରୀଛାତ୍ରଙ୍କ ଅନେକ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ ଆସିଛନ୍ତି । ପପୁ ଯାଦବ କହିଛନ୍ତି ଯେ ଅଧିକାଂଶ ମହିଳା ପୁରୁଷ ନେତାଙ୍କ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ ଯାଇ ପାରିବେ ନାହିଁ। ତାଇୱାନ ସରକାରଙ୍କ ଜଣେ ମୁଖପାତ୍ର କହିଛନ୍ତି ଯେ, ଚାଇନା…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ ବିବାଦ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଖାର୍ଗେଙ୍କ ଏହି ବୟାନକୁ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ କରାଯାଇଥିବା କଠୋର ମନୋଭାବ ସୂଚାଇ ଦେଉଛି ଯେ ଏହି ଅସ୍ତ୍ରବିରତି ଅଧିକ ଦିନ…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri