ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ

କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା (ନଂ.୨୧୫/୨୧) ରୁଜୁ କରିଛି। ପୋଲିସ ତଦନ୍ତ ପରେ ଆକ୍ରମଣ କରିଥିବା ମାଝିଗୁଡାର ୩ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି।

ସୂଚନା ଯୋଗ୍ୟ, ରେକର୍ଡ ଡ୍ୟାନ୍ସ ଦେଖିବାକୁ କୋକସରା ବଡ଼ପଡାର ମୁରଲୀ ସାଙ୍ଗମାନଙ୍କ ସହ ଯାଇଥିଲେ। କୌଣସି କାରଣରୁ ମାଝିଗୁଡା ଗ୍ରାମର କିଛି ଯୁବକଙ୍କ ସହ ମୁରଲୀଙ୍କ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକମାନେ ମୁରଲୀଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ତାଙ୍କର ପିଠି ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ମୁରଲିଙ୍କୁ ସାଙ୍ଗମାନେ ଉଦ୍ଧାର କରି କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri