Posted inଜାତୀୟ

୩ ବର୍ଷରେ ନିର୍ବାଚନରେ ଖର୍ଚ୍ଚ ହୋଇଛି ୯ ହଜାର କୋଟି; ୬୦ ପ୍ରତିଶତ କେବଳ ଇଭିଏମ୍‌ରେ

ନୂଆଦିଲ୍ଲୀ,୭।୭: ଗତ ୩ ବର୍ଷ ମଧ୍ୟରେ ୯ ହଜାର କୋଟି ଟଙ୍କା ଲୋକ ସଭା ନିର୍ବାଚନରେ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୬୦ ପ୍ରତିଶତ କେବଳ ଇଭିଏମ୍‌ରେ ଖର୍ଚ୍ଚ ହୋଇଛି। ସଂସଦରେ ଉପସ୍ଥାପିତ ରିପୋର୍ଟରେ ଏହା ଦର୍ଶାଯାଇଛି। ଏହି ସମୟ ମଧ୍ୟରେ ୮ ହଜାର ୯ଶହ ୬୬ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ସେଥିମଧ୍ୟରୁ ଇଭିଏମ୍‌ରେ କେବଳ ୫ ହଜାର ୪ଶହ ୩୦ କୋଟି ଖର୍ଚ୍ଚ ହୋଇଛି। ୨୦୧୭-୧୮ରେ ଇଭିଏମ୍‌ରେ ଏକ ହଜାର ୪ଶହ ୭୮ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ପ୍ରତ୍ୟକ୍ଷ ଖର୍ଚ୍ଚ ୫ ଶହ ୪୯ କୋଟି, ଭୋଟର ପରିଚୟ ପତ୍ରରେ ୫୦ କୋଟି ଏବଂ ଅନ୍ୟ ଖର୍ଚ୍ଚ ପରିମାଣ ୬ଶହ ୫ କୋଟି ଟଙ୍କା ଥିଲା। ସେହିପରି ୨୦୧୮-୧୯ରେ ଏସବୁ ଖର୍ଚ୍ଚ ଯଥାକ୍ରମେ ୩ ହଜାର ୯ ଶହ ୨୭ କୋଟି, ୪ ଶହ ୭୦ କୋଟି, ୬୦ କୋଟି ଏବଂ ୩ ଶହ ୬୩ କୋଟି ଥିଲା। ୨୦୧୯-୨୦ରେ ଏହି ଖର୍ଚ୍ଚ ଯଥାକ୍ରମେ ୨୫ କୋଟି, ହଜାରେ କୋଟି, ୯୦ କୋଟି ଏବଂ ୩ଶହ ୪୯ କୋଟି ଟଙ୍କା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri