କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ। ଗାଁର କେଶବ ମଳିକଙ୍କ ଦୁଇ ଗୋରୁ,…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ କପିଳ ଦେବଙ୍କ ସମ୍ପର୍କରେ ବିବାଦୀୟ ମତାମତ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର ମତ୍ୟୁ ହୋଇଥିବା ଜଣାପଡିଛି । ଗତ…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଯୁବ ସଂଗଠକ ଦୀପକ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଉକ୍ତ ବ୍ଲକର ବ୍ରାହ୍ମଣୀଗାଁ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଗତ ପାଞ୍ଚ ସପ୍ତାହ ଧରି ବାରମ୍ବାର ଆକ୍ରମଣ ସତ୍ତ୍ୱେ ଇରାନର ସାମରିକ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ ଖୋଲାଖୋଲି ଭାବରେ ନିଜ ମତ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଏହି କାର୍ଯ୍ୟକୁ ଏକ ସର୍ଜିକାଲ ଷ୍ଟ୍ରାଇକ ଭାବରେ ଦେଖାଯାଉଛି। ଆକ୍ରମଣ ସମୟରେ ଆଫଗାନ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୱାସ୍ଥ୍ୟ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ ହର୍ମୁଜ୍ ପ୍ରଣାଳୀ ବିଷୟରେ ଚିନ୍ତିତ ହେବା ଆବଶ୍ୟକ ନାହିଁ । କହିରଖୁଛୁ କି,…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୁପ୍ରିମକୋର୍ଟ ମମତା ବାନାର୍ଜୀ ସରକାରଙ୍କୁ ଭର୍ତ୍ସନା କରିଛନ୍ତି।…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ ଗ୍ୟାସ ପରେଏବେ କଣ୍ଡୋମ ଉତ୍ପାଦନରେ ବ୍ୟବହୃତ କଞ୍ଚାମାଲର ଅଭାବ ଦେଖାଦେଇଛି। ପ୍ରମୁଖ କଣ୍ଡୋମ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ; ଅପରେଶନ ଏପିକ ଫ୍ୟୁରି ଜାରି ରହିଛି। ଆଗାମୀ ଦୁଇରୁ ତିନି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri