ପୋଟଳି ବ୍ୟାଗ୍‌

ପାର୍ଟି କିମ୍ବା ଉତ୍ସବ ସମୟରେ ନିଜକୁ ଭିନ୍ନ ଲୁକ୍‌ ଦେବା ପାଇଁ ଶାଢ଼ି ଓ ଡ୍ରେସ ସହିତ ମ୍ୟାଚିଂ ହେଲାଭଳି ଇୟରରିଂ, ନେକ୍‌ଲେସ୍‌, ଚପଲ ଆଦି ସମସ୍ତେ ପିନ୍ଧନ୍ତି। ଆଜିକାଲି ଫ୍ୟାଶନରେ ପୋଟଳି ବ୍ୟାଗ୍‌ର ବି ଢେର୍‌ ଚାହିଦା ରହିଛି। ତେବେ କେଉଁ ଡ୍ରେସ୍‌ରେ କେଉଁ ପ୍ରକାରର ବ୍ୟାଗ୍‌ ବ୍ୟବହାର କରିବେ ଜାଣିରଖନ୍ତୁ…

ବାହାଘର ପାର୍ଟିରେ ସାଧାରଣତଃ କାରୁକାର୍ଯ୍ୟ ହୋଇଥିବା ଓଜନିଆ ଶାଢ଼ି ପିନ୍ଧିବାକୁ ଭଲ ଲାଗେ। ଶାଢ଼ି ସହିତ ମ୍ୟାଚିଙ୍ଗ୍‌ କରି ସବୁ କିଛି ପିନ୍ଧିବାକୁ ପଡ଼େ। ତେବେ ପାର୍ଟିରେ ଟିକେ ଭିନ୍ନ ଲୁକ୍‌ ଦେବା ପାଇଁ ଆପଣ ଗୋଲ୍ଡେନ୍‌ ପୋଟଳି
ବ୍ୟାଗ୍‌ ବ୍ୟବହାର କରିପାରିବେ। ଏହା ଆପଣଙ୍କୁ ବ୍ରାଇଡାଲ୍‌ ଲୁକ୍‌ ଦେବ। ବନାରସୀ କିମ୍ବା କାଞ୍ଜିବରମ୍‌ ଶାଢ଼ିରେ ଏହା ବେଶି ସୁନ୍ଦର ଲାଗିବ।
ପାର୍ଟି କିମ୍ବା ଫଙ୍କ୍‌ସନ୍‌ରେ ସାଧାରଣତଃ ଆମେ ଲେହେଙ୍ଗା କିମ୍ବା ଅନାରକଲି ପିନ୍ଧିଥାଉ। ତେଣୁ ଡ୍ରେସ୍‌କୁ ମ୍ୟାଚିଙ୍ଗ୍‌ କରି ସେହି ରଙ୍ଗର ପୋଟଳି ବ୍ୟାଗ୍‌ ଧରନ୍ତୁ। ହ୍ବାଇଟ୍‌ ପରଲ୍‌ ବ୍ୟାଗ୍‌କୁ ଆପଣ ଯେ କୌଣସି ରଙ୍ଗର ଡ୍ରେସ୍‌ରେ ପକାଇପାରିବେ।
ପାର୍ଟିରେ କେତେଜଣ ଓ୍ବାନ-ପିସ୍‌ ବି ପିନ୍ଧିଥାନ୍ତି। ସେମାନେ ଏହି ସମୟରେ ଗୋଲ୍‌ ଆକାରର ଭେଲ୍‌ଭେଟ୍‌ ପୋଟଳି ବ୍ୟାଗ୍‌ ବ୍ୟବହାର କରି ନିଜକୁ ଷ୍ଟାଇଲିସ୍‌ ଲୁକ୍‌ ଦେଇପାରିବେ।
ଯଦି ଆପଣ ଶାଢ଼ି ପିନ୍ଧୁଛନ୍ତି ତେବେ ଏମ୍ବ୍ରୋଡୋରି ଥିବା
ପୋଟଳି ବ୍ୟାଗ୍‌ ଧରନ୍ତୁ। ଫିକା
ଶାଢ଼ି ସହ ରଙ୍ଗିନ୍‌ ପୋଟଳି ବ୍ୟାଗ୍‌ ବାଛନ୍ତୁ।
ସାଲ୍‌ଓ୍ବାର୍‌ କିମ୍ବା ସିମ୍ପଲ୍‌ କୁର୍ତ୍ତା ପିନ୍ଧିଥିଲେ ସେଥିରେ ଏଥେନିକ୍‌ ଡିଜାଇନ୍‌ର ପୋଟଳି ବ୍ୟାଗ୍‌ ଧରିଲେ ଟିକିଏ ଭିନ୍ନ ଲୁକ୍‌ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri