Posted inଫୁରସତ

ଶୋଇଥିବା କୁକୁରକୁ ଏମିତି ହଇରାଣ କରୁଛି ବିଲେଇ, ପୂରା ଘଟଣା ଜାଣିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟ୍‌ରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କୁକୁର ସୋଫା ଉପରେ ଶୋଇଥିବା ବେଳେ ବିଲେଇ ତା ଗୋଡ଼କୁ ଭିଡି ଦେଇ ସୋଫା ତଳେ ଲୁଚି ଯାଉଛି। କୁକୁରଟି ଉଠି ଚାରିଆଡକୁ ଚାହୁଁଛି । ପରେ ପୁଣି ଶୋଉଛି। କ୍ରମାଗତ ଭାବେ ବିଲେଇ ସେହି ପରି କରି ଚାଲିଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri