ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri