Odisha Elections 2024

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇବା ପରେ ଧୋନୀଙ୍କ ଜନ୍ମ ଦିନ ପାଳନ ହୋଇଥିଲା। ଏହି ଅବସରରେ ଦଳୀୟ ଖେଳାଳିଙ୍କ ସହ ଝିଅ ଜିଭା ଓ ପତ୍ନୀ ସାକ୍ଷୀ ମଧ୍ୟ ଉପସ୍ଥିତ ଥିଲେ। କେକ୍‌ କାଟିବା ପରେ ଧୋନୀ ଓ ଜିଭା ଡ୍ୟାନ୍ସ କରିଥିଲେ। ଉକ୍ତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଧୋନୀଙ୍କ କେକ୍‌ କାଟିବା ବେଳର କିଛି ଫଟୋ ପତ୍ନୀ ସାକ୍ଷୀ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋରେ ଧୋନୀଙ୍କ ବ୍ୟତୀତ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ କେଦାର ଯାଦବ ମଧ୍ୟ ରହିଛନ୍ତି। ଏହି ଅବସରରେ ଧୋନୀଙ୍କ ନିକଟକୁ ପ୍ରଶଂସକ ଓ ପୂର୍ବତନ କ୍ରିକେଟରଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଉଲ୍ଲେଖଥାଉ କି, ଶ୍ରୀଲଙ୍କା ବିପକ୍ଷ ବିଜୟ ସହ ଭାରତୀୟ ଦଳ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। ସେମିଫାଇନାଲରେ ବିରାଟ କୋହଲିଙ୍କ ଦଳ ୯ ତାରିଖରେ ନ୍ୟୁଜିଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri