ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୩୦୫କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୋଳରୁ ଜଣେ ଲେଖାଏ ରହିଛନ୍ତି ।
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୩୦୫କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୋଳରୁ ଜଣେ ଲେଖାଏ ରହିଛନ୍ତି ।
ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...
ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି।...
ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...
ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...
ଭୁବନେଶ୍ୱର,୨୨।୧୨: ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...
