ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri