ଶଙ୍ଖ ଧରିବେ ପ୍ରଦୀପ ମାଝି, ଚର୍ଚ୍ଚାରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଦୁଇଦିନ ତଳୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଏହି ଇସ୍ତଫା ଦେଇଥିଲେ। ଦଳରେ ଜନସେବା ସୁଯୋଗର ଅଭାବ ଯୋଗୁ ସେ ଦୁଃଖ ଏବଂ କଷ୍ଟର ସହ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବୋଲି କହିଥିଲେ।

ନବରଙ୍ଗପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରଦୀପ ଆଜି ଏକ ବଡ଼ ଘୋଷଣା କରିଛନ୍ତି। ସେ ବିଜେଡିରେ ମିଶିବେ ବୋଲି କହିଛନ୍ତି। ପୂର୍ବରୁ ପ୍ରଦୀପ ବିଜେଡିରେ ମିଶିବା ପାଇଁ କଂଗ୍ରେସ ଛାଡ଼ିଥିବା ନେଇ ଚର୍ଚ୍ଚା ହେଉଥିଲା। ଏଥିରେ ସେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଖୁବ୍‌ଶୀଘ୍ର ସେ ବିଜେଡିରେ ମିଶିବାକୁ ଯାଉଛନ୍ତି ବୋଲି କହିଛନ୍ତି।

ପ୍ରଦୀପଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା ବି କରିଛନ୍ତି। ଏଥିସହ ପ୍ରଦୀପ କହିଛନ୍ତି, ମୋ ସହ ବହୁ କଂଗ୍ରେସ କର୍ମୀ ମଧ୍ୟ ବିଜେଡିରେ ମିଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri