Posted inଖେଳ

ଖୁସି ନାହାନ୍ତି ପାକିସ୍ତାନ ଅଧିନାୟକ

ଦୁବାଇ,୨୫।୧୦: ଦୁବାଇ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଆଇସିସି ଟି -୨୦ ବିଶ୍ୱ ମ୍ୟାଚରେ ପାକିସ୍ତାନ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଟି -୨୦ ବିଶ୍ୱକପରେ ଭାରତ ଉପରେ ଏହା ପାକିସ୍ତାନର ପ୍ରଥମ ବିଜୟ। ବିଶ୍ୱକପ ପରି ଏକ ଟୁର୍ନାମେଣ୍ଟରେ ୨୯ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଭାରତ ପାକିସ୍ତାନ ବିପକ୍ଷରେ ହାରିଛି। ପାକିସ୍ତାନ ଅଧିନାୟକ ବାବର ଆଜାମ (୬୮) ଏବଂ ମହମ୍ମଦ ରିଜୱାନ (୭୯) ମ୍ୟାଚ୍‌ର ହିରୋ ଥିଲେ ଏବଂ ନିଜ ଦଳକୁ ଚମତ୍କାର ବିଜୟ ଦେବା ପାଇଁ ଅର୍ଦ୍ଧଶତକ ଖେଳିଥିଲେ। ଭାରତ ଉପରେ ପାକିସ୍ତାନର ଐତିହାସିକ ବିଜୟ ପରେ ଅଧିନାୟକ ବାବର ଆଜମ ଖୁସି ନାହାନ୍ତି।
ଭାରତ ବିପକ୍ଷରେ ବିଜୟ ପରେ ପାକିସ୍ତାନ କ୍ରିକେଟ ବୋର୍ଡ ଦ୍ୱାରା ପ୍ରକାଶିତ ଏକ ଭିଡିଓରେ ବାବର ଆଜାମ କହିଛନ୍ତି, ଉତ୍ସବ ପାଳନ କର। ହୋଟେଲକୁ ଫେରନ୍ତୁ ଏବଂ ପରିବାର ସହିତ ଏହି ମୁହୂର୍ତ୍ତକୁ ଉପଭୋଗ କରନ୍ତୁ, କିନ୍ତୁ ଭୁଲନ୍ତୁ ନାହିଁ ଯେ ଏହି ମ୍ୟାଚ ସମାପ୍ତ ହୋଇଛି ଏବଂ ଆମକୁ ବାକି ମ୍ୟାଚ ପାଇଁ ପ୍ରସ୍ତୁତ ହେବାକୁ ପଡିବ। ତୁମମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ। ମୁଁ ଚାହେଁ ସମସ୍ତେ ଏହି ମୁହୂର୍ତ୍ତକୁ ଉପଭୋଗ କରନ୍ତୁ, କିନ୍ତୁ ଦଳରେ ନିଜ ନିଜର ଭୂମିକା ଏବଂ ବାକି ମ୍ୟାଚରେ ଥିବା ଆଶାକୁ ମଧ୍ୟ ମନେରଖନ୍ତୁ । ଆମେ କେବଳ ଭାରତକୁ ପରାସ୍ତ କରିବା ପାଇଁ ନୁହେଁ ବରଂ ବିଶ୍ୱକପ ଜିତିବାକୁ ଆସିଛୁ। ଏହାକୁ ଭୁଲିଯିବା ଉଚିତ୍‌ ନୁହେଁ ବୋଲି ସେ ସାଥୀ ଖେଲାଳିଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri