Posted inଜାତୀୟ

‘ସମନ ଆସିନି, କାମରେ ଆସିଛି’

ନୂଆଦିଲ୍ଲୀ,୨୬।୧୦: “କିଛି କାମ ପାଇଁ ଜାତୀୟ ରାଜଧାନୀ ଆସିଛି। ମୁଁ ମୋ ତଦନ୍ତ ସହ ଏବେ ବି ଏକମତ। ମୋତେ ଏପର୍ଯ୍ୟନ୍ତ ଏଜେନ୍ସି ପକ୍ଷରୁ ସମନ ଜାରି କରାଯାଇ ନାହିଁ”। ଡ୍ରଗ୍ସ ଜବତ ଘଟଣାରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କୁ ଗିରଫ କରିଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଧିକାରୀ ସମୀର ଓ୍ବାଙ୍ଖଡେ ସୋମବାର ରାତିରେ ଦିଲ୍ଲୀରେ ପହଞ୍ଚିବା ପରେ ଉପରୋକ୍ତ ବୟାନ ଦେଇଛନ୍ତି।

ଅକ୍ଟୋବର ୩ ତାରିଖରେ ମୁମ୍ବାଇରୁ ଗୋଆ ଯାଉଥିବା କ୍ରୁଜ ଜାହାଜରେ ଚଢ଼ାଉ କରି ଶାହରୁଖଙ୍କ ପୁଅ ଗିରଫଙ୍କୁ ଗିରଫ କରିଥିଲା ସମୀର ଓ୍ବାଙ୍ଖଡେଙ୍କ ଟିମ୍‌। ଏହି ଘଟଣାରେ ଏନ୍‌ସିବିର ସ୍ବାଧିନ ସାକ୍ଷୀ ପ୍ରଭାକର ସୈଲ ତାଙ୍କ ସତ୍ୟପାଠ ଦାଖଲ କରିଛନ୍ତି। ସେଥିରେ ସେ କହିଛନ୍ତି, ଅନ୍ୟତମ ସାକ୍ଷୀ ଗୋସାବୀ ଓ ସାମ ଡି’ସୁଜାଙ୍କ ମଧ୍ୟରେ ୧୮ କୋଟି ଟଙ୍କାର ଡିଲ ହୋଇଥିଲା। ସେଥିରୁ ସମୀର ଓ୍ବାଙ୍ଖଡେଙ୍କୁ ୮ କୋଟି ଟଙ୍କା ଦିଆଯାଇଥାନ୍ତା।

ତେବେ ଓ୍ବାଙ୍ଖଡେଙ୍କ ରେକର୍ଡ ସମ୍ପୂର୍ଣ୍ଣ ସ୍ବଚ୍ଛ ଥିବା ଏନ୍‌ସିବି ପକ୍ଷରୁ କୁହାଯାଇଛି। ଆଉ ଆର୍ଯ୍ୟନଙ୍କ ମାମଲାରେ ଏନ୍‌ସିବି ନିଜ ପକ୍ଷରୁ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କରିବ। ଏଥି ଲାଗି ପଚରାଉଚୁରା ଲାଗି ଓ୍ବାଙ୍ଖଡେଙ୍କୁ ଦିଲ୍ଲୀ ଡକାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri