ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୪ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୯ହଜାର ୨୬୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୮, ବରଗଡ଼ରୁ ୬, ଭଦ୍ରକରୁ ୭, ବଲାଙ୍ଗୀରରୁ ୧, କଟକରୁ ୩୬, ଦେବଗଡ଼ରୁ ୮, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୧୪, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୧ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୪, ନୂଆପଡ଼ାରୁ ୯, ପୁରୀରୁ ୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୭, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୧୨ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri