ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩, ଜମ୍ମୁ-କଶ୍ମୀରର ଗୋଟିଏ ଏବଂ ପଶ୍ଚିମବଙ୍ଗର ୮ ଆସନ ରହିଛି । ଭୋଟର ଏହି ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଚତୁର୍ଥ ପର୍ଯ୍ୟାୟରେ ହେଭିଓ୍ବେଟ୍‌ଙ୍କ ମଧ୍ୟରେ ରହିଛନ୍ତି କହ୍ନେୟା କୁମାର, ପୁନମ ମହାଜନ, ପ୍ରିୟା ଦତ୍ତ, ମିଲିନ୍ଦ୍‌ ଦେଓରା, ଊର୍ମିଳା ମାତୋଣ୍ଡକର, ଗିରିରାଜ ସିଂ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ,ସଲମାନ ଖୁର୍ସିଦ, ମୁନ୍‌ମୁନ୍‌ ସେନ୍‌, ଉପେନ୍ଦ୍ର କୁଶଓ୍ବାହା ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri