Posted inଖେଳ

କୋହଲିଙ୍କ ପାଇଁ ଆଉ ଏକ ଖରାପ ଖବର

ନୂଆଦିଲ୍ଲୀ,୨୭।୧୦: ଟିମ ଇଣ୍ଡିଆକୁ ଟି -୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୧୦ ଉଇକେଟ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ବ୍ୟତୀତ କୌଣସି ବ୍ୟାଟ୍ସମ୍ୟାନ ବିଶେଷ କିଛି କରିପାରି ନ ଥିଲେ। ଏହି ମ୍ୟାଚ୍‌ରେ ବିରାଟ ୫୭ ରନର ଇନିଂସ ଖେଳିଥିଲେ। କିନ୍ତୁ ଏହି ଉଜ୍ଜ୍ୱଳ ଇନିଂସ ସତ୍ତ୍ୱେ ବିରାଟ କୋହଲି ଏକ ବଡ଼ କ୍ଷତି ସହିଛନ୍ତି।
ଭାରତୀୟ ଅଧିନାୟକ ବିରାଟ କୋହଲି ଟି -୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିବା ସତ୍ତ୍ୱେ ବୁଧବାର ପ୍ରକାଶିତ ଆଇସିସି ଟି -୨୦ ଅନ୍ତର୍ଜାତୀୟ ବ୍ୟାଟିଂ ମାନ୍ୟତାରେ ପଞ୍ଚମ ସ୍ଥାନକୁ ଖସି ଆସିଥିବାବେଳେ ତାଙ୍କ ସାଥୀ କେ.ଏଲ ରାହୁଲ ଦୁଇଟି ସ୍ଥାନ ହରାଇ ଅଷ୍ଟମ ସ୍ଥାନରେ ରହିଛନ୍ତି।
ପାକିସ୍ତାନ ଓପନର୍‌ ମହମ୍ମଦ ରିଜୱାନ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି, ଯାହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା ଅଟେ। ରିଜୱାନଙ୍କ ର଼୍ୟାଙ୍କିଙ୍ଗ ସୁବିଧା ହେଉଛି ଭାରତ ବିପକ୍ଷ ମ୍ୟାଚ୍‌ରେ ୭୯ ରନ ଏବଂ ମଙ୍ଗଳବାର ନ୍ୟୁଜିଲାଣ୍ଡ ବିପକ୍ଷ ଦଳର ଦ୍ୱିତୀୟ ମ୍ୟାଚ୍‌ରେ ୩୩ ରନ କରିଥିଲେ। ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏଡେନ ମାର୍କ୍ରାମ ନିଜ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା ହାସଲ ତୃତୀୟ ସ୍ଥାନରେ ଅଛନ୍ତି। ସେ ବର୍ତ୍ତମାନ ଇଂଲଣ୍ଡର ଡେଭିଡ ମାଲାନ ଏବଂ ପାକିସ୍ତାନର ଅଧିନାୟକ ବାବର ଆଜମଙ୍କ ପଛରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ଏମ୍‌ପି

ତୁମୁଡିବନ୍ଧ,୨୬ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଶୁକ୍ରବାର ତୁମୁଡିବନ୍ଧ ଗସ୍ତ କରି ବ୍ଲକ୍‌ ପରିସରରେ ଥିବା ମିଶନ ଶକ୍ତି କାଫେ, ବେଲଘର...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri