ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪ ମଇ, ୨୦୨୬ ଦିନ ୧:୦୦ ଟା…

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର ନୂଆଦିଲ୍ଲୀ,୪ା୫: ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ ଏବଂ ତାଙ୍କ ପୁଅ ଆଦିତ୍ୟ ମିତ୍ତଲଙ୍କ ସହିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)ର ଆଦାର ପୁନାଓ୍ୱାଲା ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜର ଅଧିକାଂଶ ଅଂଶଧନ ହାସଲ କରିଛନ୍ତି। ମିତ୍ତଲ…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ରବିବାର ସଦର ଥାନା ପରିସରରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା ହେଲେ ଜ୍ୟୋସ୍ନାରାଣୀ ବିଶ୍ଵାଳ (୩୦), ସ୍ବାମୀ…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫…

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । କଂଗ୍ରେସର…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ ଅଛି, ଯେତେବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱରେ ଶାସକ ଦଳ ମାତ୍ର ୯୩ଟି ଆସନକୁ…

ଧୋନିଙ୍କଠାରୁ ବଡ଼ ଷ୍ଟାର ହୋଇଗଲେ ବିଜୟ! ସତ୍ୟ ହେଲା ପିକେଙ୍କ ଭବିଷ୍ୟବାଣୀ; ବଦଳିଗଲା ୬୦ ବର୍ଷର ଇତିହାସ

ଚେନ୍ନାଇ,୪।୫: ଏଥର ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ପ୍ରାୟ ୬୦ ବର୍ଷ ଧରି ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ପ୍ରାଧାନ୍ୟ ବିସ୍ତାର କରିଥିବା ଡିଏମକେ ଏବଂ ଏଆଇଏଡିଏମକେ ଏହି ନିର୍ବାଚନରେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ସଦ୍ୟତମ ଧାରା…

ମମତାଙ୍କ ବଡ଼ ଦାବି, କହିଲେ ସନ୍ଧ୍ୟା ସୁଦ୍ଧା ବଦଳିଯିବ ଗେମ୍‌, ଅସଲ ଗଣତି କଭର କରୁନାହିଁ ଗଣମାଧ୍ୟମ!

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଦିନ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଅଟଳ ମନୋଭାବ ପ୍ରଦର୍ଶନ କଲେ। ଭବାନୀପୁରର TMC ପ୍ରାର୍ଥୀ ମମତା ବାନାର୍ଜୀ କହିଛନ୍ତି ଯେ BJP ଆଗୁଆ ଥିବା ପ୍ରାରମ୍ଭିକ ଟ୍ରେଣ୍ଡଗୁଡ଼ିକ ଏକ ଗଣିତ ରଣନୀତିର…

୩ ବର୍ଷ ପରେ ମଣିପୁର

ମଣିପୁରରେ ୨୦୨୩ ମେ’ ୩ରେ ଘଟିଥିବା ଜାତିଆଣ ହିଂସାକୁ ଏବେ ୩ ବର୍ଷ ପୂରିଛି। ଏହି ସମୟ ମଧ୍ୟରେ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ପଦବୀରୁ ହଟିବା ପରେ ରାଷ୍ଟ୍ରପତି ଶାସନ ଜାରି ଓ ପରବର୍ତ୍ତୀ ସମୟରେ ନୂଆ ମୁଖ୍ୟମନ୍ତ୍ରୀ…

Election Results 2026: ପଶ୍ଚିମବଙ୍ଗରେ BJP-TMC ଭିତରେ କଡ଼ା ଟକ୍କର, ଆସାମରେ ଆଗରେ BJP, କେରଳରେ ଖାତା ଖୋଲିଲା…

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ ସମେତ ସମସ୍ତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଖୁବ ଶୀଘ୍ର ଫାଷ୍ଟ ରାଉଣ୍ଡ ପ୍ରକାଶ ପାଇବାର ଆଶା କରାଯାଉଛି। ଆସାମରେ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ପ୍ରଥମ ରାଉଣ୍ଡ ପ୍ରକାଶ ପାଇଛି।…

ପଶ୍ଚିମବଙ୍ଗ,ତାମିଲନାଡୁ,କେରଳ ସମେତ ୫ ରାଜ୍ୟର ଫଳାଫଳ ପାଇଁ କାଉଣ୍ଟଡାଉନ ଆରମ୍ଭ; ବଙ୍ଗଳା ଉପରେ ସାରା ଦେଶର ନଜର, ଭାଜପା କରୁଛି ବଡ଼ ଦାବି

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପଣ୍ଡିଚେରୀରେ ବିଧାନସଭା ନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯିବ। ଭୋଟ ଗଣତି ସକାଳ ୮ ଟାରେ ଆରମ୍ଭ ହେବ, ଯାହା ପୋଷ୍ଟାଲ ବାଲଟ ତାଲିକାଭୁକ୍ତ ହେବା ସହିତ ଆରମ୍ଭ ହେବ। ଏହି ଫଳାଫଳ…

କିଛି ସମୟ ପରେ ଆସିବ ୪ ରାଜ୍ୟ ସହ ପଣ୍ଡିଚେରୀର ଫଳାଫଳ, ପଶ୍ଚିମବଙ୍ଗ ଉପରେ ସାରା ଦେଶର ନଜର

ନୂଆଦିଲ୍ଲୀ,୪ା୫: ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳମ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଭୋଟଗଣତି ସୋମବାର ହେବ। କିନ୍ତୁ ସାରା ଦେଶର ନଜର ପଶ୍ଚିମବଙ୍ଗ ଫଳାଫଳ ଉପରେ ରହିଛି। ଏହା ଏବେ ରାଜନୈତିକ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ମୁଖ୍ୟମନ୍ତ୍ରୀ ମମତା…

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା ବିଶ୍ୱର ପ୍ରଥମ ଅପ୍ଟୋସାର୍‌ ସାଟେଲାଇଟ୍‌ ବୋଲି କମ୍ପାନୀ କହିଥିବାବେଳେ ଏହି ଉତ୍‌କ୍ଷେପଣ ଭୂପର୍ଯ୍ୟବେକ୍ଷଣ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟ ପାଇଁ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ । ସେ ଏହା ମଧ୍ୟ ସଙ୍କେତ…

କାଲି ବାହାରିବ ଭାଗ୍ୟଫଳ; ଆଜି ଦିଦିଙ୍କ ଆସନରେ ପୁଣି ହଙ୍ଗାମା, ଷ୍ଟ୍ରଙ୍ଗ ରୁମ ପାଖକୁ….

କୋଲକାତା,୩ା୫: ପଶ୍ଚିମବଙ୍ଗରେ ଭୋଟ ଗଣନା ପାଇଁ ୨୪ ଘଣ୍ଟାରୁ କମ୍ ସମୟ ବାକି ଥିବାବେଳେ, ରାଜ୍ୟରେ ପୁଣି ଥରେ ଅଶାନ୍ତି ଦେଖାଦେଇଛି । ଏଥର ମମତା ବାନାର୍ଜୀଙ୍କ ନିଜ ବିଧାନସଭା ନିର୍ବାଚନମଣ୍ଡଳୀ ଭବାନୀପୁରରେ ଉତ୍ତେଜନା ଦେଖାଦେଇଛି। ଅଭିଯୋଗ ଆସିଛି ଯେ ଭାଜପା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୩ ମେ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri