ଆଉ ନାହାନ୍ତି ଭେଟେରାନ ଅଭିନେତା ୟୁସୁଫ ହୁସେନ

ବମ୍ବେ: ପରଲୋକରେ ଭେଟେରାନ ଅଭିନେତା ୟସୁଫ ହୁସେନ। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। କରୋନାରେ ପୀଡ଼ିତ ହେବା ପରେ ସେ ଲୀଳାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ୟୁସୁଫଙ୍କ ମୃତ୍ୟୁ ନେଇ ଜ୍ୱାଇ ତଥା ଫିଲ୍ମନିର୍ମାତା ହଂସଲ ମେହଟ୍ଟା ସୋସିଆଲ ମିଡିଆରେ ଜଣାଇଛନ୍ତି। ଏନେଇ ଜଣାପଡ଼ିବା ପରେ ବହୁ ଅଭିନେତା ଏବଂ ପ୍ରଶଂସକ ଶୋକବ୍ୟକ୍ତ କରୁଛନ୍ତି।

ୟୁସୁଫ ‘ରୋଡ୍‌ ଟୁ ସଂଗମ’, କ୍ରେଜି କୁକ୍କଡ ଫାମିଲି, ବ୍ଲୁ ଅର୍ଗାନ୍ସ, ଖୋୟା ଖୋୟା ଚାନ୍ଦ, ଧୁମ୍‌ ୨, ଦବଙ୍ଗ ୩, କୃଷ ୩ ଏବଂ ବିବାହ ଭଳି ଫିଲ୍ମରେ କାମ କରିଥିଲେ। ଏହାଛଡ଼ା ସେ ସିଆଇଡିରେ ନଜର ଆସିଥିଲେ। ବ୍ୟକ୍ତିଗତ ଜୀବନ ଦେଖିଲେ ୟୁସୁଫ ୩ ବିବାହ କରିଥିଲେ। ତଥାପି ଜଣେ ଉତ୍ତମ ବୁଝାମଣା ଥିବା ପାର୍ଟନର ଖୋଜୁଥିବା ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri