Posted inରାଜ୍ୟ

ଘରେ ପଶି ମା’ ଝିଅଙ୍କୁ ହାଣିଲେ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜଧାନୀ ଚନ୍ଦ୍ରଶେଖରପୁର ଥାନା ଶୈଳେଶ୍ରୀ ବିହାର ଅଞ୍ଚଳରେ ସୋମବାର ଜଣେ ଯୁବକ ଲେଡିସ୍‌ ପୋଷାକ ପିନ୍ଧି ପଡୋଶୀଙ୍କ ଘରେ ପଶି ମା’-ଝିଅଙ୍କୁ ଛୁରା ମାଡ କରିଛନ୍ତି। ପ୍ରତିଆକ୍ରମଣରେ ଯୁବକ ଜଣକ ମଧ୍ୟ ଆହତ ହୋଇଛନ୍ତି। ଆହତ ମା’ ଝିଅ ହେଲେ ଅନନ୍ୟା ମିଶ୍ର(୩୧) ଓ ସ୍ମୀତା ମିଶ୍ର(୬୫)। ଅଭିଯୁକ୍ତ ହେଲେ ପଡୋଶୀ ପରେଶ ପଣ୍ଡା। ସମସ୍ତଙ୍କୁ ପୋଲିସ ଉଦ୍ଧାର କରି ହସ୍ପିଟାଲ ପଠାଇଛି। ଆହତ ପରେଶ କ୍ୟାପିଟାଲ ହସ୍ପିଟାଲରେ ଓ ମା-ଝିଅଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଏକ ଖେଳନା ବନ୍ଧୁକ ସହ ଛୁରୀକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଏସିପି ପ୍ରକାଶ ଚନ୍ଦ୍ର ପାଲ କହିଛନ୍ତି, ଅଭିଯୁକ୍ତ ପରେଶ ତାଙ୍କ ପଡୋଶା ଘରେ ରହୁଥିବା ମା’ ଝିଅଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ହେଲେ କଣ ପାଇଁ ଆକ୍ରମଣ କଲେ ତାହାର କାରଣ ଜଣାପଡିନାହିଁ। ଉଭୟଙ୍କ ମଧ୍ୟରେ କଣ ସମ୍ପର୍କ ଅଛି ତାଙ୍କ ମୋବାଇଲର ସିଡିଆର୍‌ ଯାଞ୍ଚ କଲେ ଜଣାପଡିବ। ଏହି ଘଟଣାରେ ଅଧିକ ତଦନ୍ତ ହେଲେ ରହସ୍ୟ ଉପରୁ ପରଦା ଉଠିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri