Posted inଜାତୀୟ

୩ ଲୋକ ସଭା ୨୯ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଗଣତି ଆରମ୍ଭ

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩୦ ଅକ୍ଟୋବରରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି । ଲୋକ ସଭା ଆସନ ମଧ୍ୟରେ ଦାଦର ଓ ନଗର ହାବେଳି, ହିମାଚଳ ପ୍ରଦେଶର ମଣ୍ଡି ଓ ମଧ୍ୟପ୍ରଦେଶର ଖଣ୍ଡୱା ଆସନ ରହିଛି । ସେହିପରି ବିଧାନସଭା ଆସନ ଗୁଡିକ ମଧ୍ୟରେ ରହିଛି ଆସାମର ୫, ପଶ୍ଚିମବଙ୍ଗ ୪, ମଧ୍ୟପ୍ରଦେଶ, ମେଘାଳୟ ଓ ହିମାଚଳ ପ୍ରଦେଶର ୩-୩, ରାଜସ୍ଥାନ, ବିହାର ଓ କର୍ନାଟକର ୨-୨, ଆନ୍ଧ୍ର ପ୍ରଦେଶ, ହରିୟାଣା, ମହାରାଷ୍ଟ୍ର, ମିଜୋରାମ ଓ ତେଲେଙ୍ଗାନାର ଗୋଟିଏ ଲେଖାଏଁ ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ...

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri