କାବୁଲ ସେନା ହସ୍ପିଟାଲ ନିକଟରେ ବିସ୍ଫୋରଣ: ୧୯ ମୃତ, ୫୦ ଆହତ

କାବୁଲ,୨ ।୧୧: ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣିଥରେ ବିସ୍ଫୋରଣର ଶବ୍ଦ ଶୁଭିଛି । ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣରେ ୧୯ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି । ନ୍ୟୁଜ ଏଜେନ୍ସି ଏଏଫ୍‌ପିର ସୂଚନା ଅନୁଯାୟୀ, କାବୁଲ ସହରର ସରଦାର ମହମ୍ମଦ ଦାଉଦ ଖାନ ମିଲିଟ୍ରି ହସ୍ପିଟାଲ ନିକଟରେ ମଙ୍ଗଳବାର ଦୁଇଟି ବିସ୍ଫୋରଣ ହୋଇଛି । ଏହାପରେ ଗୁଳି ଫୁଟିବାର ଶବ୍ଦ ମଧ୍ୟ ଶୁଭିଛି । ଘଟଣାସ୍ଥଳ ନିକଟରେ ରହୁଥିବା ଲୋକଙ୍କ ଦ୍ୱାରା ଶେୟାର କରାଯାଇଥିବା ଫଟୋରୁ ବିସ୍ଫୋରଣ ପରେ ଧୂଆଁ ଉଠୁଥିବା ନଜର ଆସିଛି ।
ଏହି ଘଟଣାକୁ ନେଇ ତାଲିବାନ ପ୍ରବକ୍ତା ବିଲାଲ କରିମି ଏସୋସିଏଟେଡ ପ୍ରେସ(ଏପି)କୁ କହିଛନ୍ତି କାବୁଲର ସରଦାର ମହମ୍ମଦ ଦାଉଦ ଖାନ ସେନା ହସ୍ପିଟାଲ ବାହାରେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ବିସ୍ଫୋରଣ କରାଯାଇଛି । ତେବେ ଘଟଣାସ୍ଥଳରେ ଆଉ ଏକ ବିସ୍ଫୋରଣ ହୋଇଥିବା କଥା ସେ କହି ନାହାନ୍ତି । ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri