ଭିଜିବ ଦୀପାବଳି

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଭିଜିବ ଦୀପାବଳି। ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲି ପାଗ ଲାଗିରହିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ। ସେହିଭଳି ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲାରୁ ସ୍ବଳ୍ପରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ଏହାଛଡ଼ା ୪,୫ ଓ ୬ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri