କରୋନା ସଂକ୍ରମଣ ପାରୋଲ ସମୟ ସୀମା ବଢ଼ାଇବା ଲାଗି ଯୁକ୍ତିସଙ୍ଗତ ନୁହେଁ…

ବେଙ୍ଗାଲୁରୁ,୩।୧୧: କରୋନା ସଂକ୍ରମଣ ପାରୋଲ ସୀମା ବଢ଼ାଇବା ଲାଗି ଯୁକ୍ତିସଙ୍ଗତ ନୁହେଁ ବୋଲି କର୍ନାଟକ ହାଇକୋର୍ଟ ରାୟ ଦେଇଛନ୍ତି। ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ କଏଦୀ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଦର୍ଶାଇ ତାଙ୍କ ପାରୋଲ ସମୟକୁୁ ବୃଦ୍ଧି କରିବା ଲାଗି ଆବେଦନ କରିଥିଲେ। ବିଚାରପତି କ୍ରିଷ୍ଣା ଏସ୍‌. ଦୀକ୍ଷୀତ୍‌ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି କହିଛନ୍ତି ଯେ, ଆବେଦନକାରୀ ରୋଗରେ ପୀଡ଼ିତ ଥିବା ଦର୍ଶାଇ ପାରୋଲକୁ ବଢ଼ାଇବା ଲାଗି କରିଥିତ୍ତ୍ତ୍ତ୍ବା ଆବେଦନକୁ ଗ୍ରହଣ କରିହେବ ନାହିଁ। ତେଣୁ ଏହାକୁ ଖାରଜ କରାଯାଉଛି। ରାଶି କୁମାରଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ବିଚାର ମାର୍ଚ୍ଚ ୧୮ଠାରୁ ଜାରି ରହିଥିଲା।
ଖଣ୍ଡପୀଠ କହିଛନ୍ତିି ଯେ, କଏଦୀ ପାରୋଲ ଏବଂ ଫରଲୋ ମଧ୍ୟରେ ପାର୍ଥକ୍ୟ ବୁଝିବାର ଆବଶ୍ୟକତା ରହିଛି। ଏକାସାଙ୍ଗରେ ଉଭୟ ନିୟମ ଲାଗୁ ହୋଇ ପାରିବ ନାହିଁ। ଏହା ନ୍ୟାୟିକ ବ୍ୟବସ୍ଥା ଉପରେ ହୁଏତ ପ୍ରଶ୍ନ ଆଣିପାରେ। ଫଳରେ ନ୍ୟାୟିକ ପ୍ରଣାଳୀ ଉପରୁ ଲୋକଙ୍କର ଥିବା ବିଶ୍ୱାସ ହୁଏତ ରହି ନ ପାରେ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ

କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି।...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri