କରୋନାରେ ପ୍ରାଣ ହରାଇଥିବା ବିଶିଷ୍ଟ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ସମୂହ ଦୀପଦାନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ସତ୍ୟ ନଗର ଲେଡିଜ୍‌ ଫୋରମ ପକ୍ଷରୁ ଧନତେରସ ଅବସରରେ ସତ୍ୟନଗର କାଳୀମନ୍ଦିର ଛକଠାରେ ସମୂହ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଦୀପଦାନ କାର୍ଯ୍ୟକ୍ରମ କରୋନା ମହାମାରୀରେ ସମାଜର ଯେଉଁ ବିଶିଷ୍ଟ ବ୍ୟକ୍ତିମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ଆତ୍ମାର ସଦଗତି ନିମନ୍ତେ ଆୟୋଜିତ ହୋଇଥିଲା। ଫୋରମ୍‌ର ସମ୍ପାଦିକା ଅନୁରାଧା ଦାଶଙ୍କ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ଏଥିରେ ଅତିଥି ଭାବେ ଟ୍ରାଫିକ ଏସିପି ବିଷ୍ଣୁ ପାତ୍ରଙ୍କ ସମେତ ବହୁ ସମାଜସେବୀ ଯୋଗଦେଇ କରୋନା ଯୋଦ୍ଧାଙ୍କ ବିଷୟରେ ନିଜର ମନ୍ତବ୍ୟ ଦେବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri