ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri