Posted inଖେଳ

ପାଓ୍ବର ପ୍ଲେ’ରେ ୫୩ ରନ୍‌

ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଜବରଦସ୍ତ ପ୍ଲାଟଫର୍ମ ଦେଇଛନ୍ତି ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରାରମ୍ଭିକ ଓଭରରେ ଆଟାକିଂ ବ୍ୟାଟିଂ କରି ପାଓ୍ବର ପ୍ଲେରେ ୫୩ ରନ୍‌ ଯୋଡ଼ିଛନ୍ତି। ୬ଷ୍ଠ ଓଭର ସୁଦ୍ଧା ରାହୁଲ ୧୮ (୧ ଲେଖାଏ ଚୌକା ଓ ଛକା) ଓ ରୋହିତ ୩୪ (୫ ଚୌକା ଓ ୧ ଛକା) ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri